ପୌର ପ୍ରଶାସନ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ : ପୌରାଞ୍ଚଳକୁ ସବୁଜ, ସୁନ୍ଦର ଓ ପ୍ଲାଷ୍ଟିକ ମୁକ୍ତ କରିବା ଲାଗି ଆହ୍ୱାନ ଦେଲେ ପୌର ପ୍ରଶାସକ
ହିଞ୍ଜିଳିକାଟୁ, (ଶେଷଦେବ ସାହୁ) : ମଙ୍ଗଳବାର ହିଞ୍ଜିଳିକାଟୁ ପୌର ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟ ପରିସରରେ ନିଖିଳ ଉତ୍କଳ ସ୍ୱାୟତ୍ତ ଶାସନ ଦିବସ ପାଳିତ ନିରାଡ଼ମ୍ବର ସହକାରେ
Read more


