ସୁସ୍ଥ ହୋଇ ଘରକୁ ଫେରିଲେ ଭବାନୀ ପଟ୍ଟନାୟକ

ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ମଙ୍ଗଳବାର ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦ୍ୱିପହରରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ।

Read more

Advertisement

ଏବେ ଏବେ