ସୁ-୩୦ଏମକେଆଇରୁ ଅସ୍ତ୍ର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଆକାଶରୁ ଆକାଶକୁ ଗତିଶୀଳ କ୍ଷେପଣାସ୍ତ୍ର ଅସ୍ତ୍ରକୁ ଓଡିଶା ଉପକୂଳରୁ ସଫଳତାର ସହ ପରୀକ୍ଷଣ କରାଯାଇଛି । ପରୀକ୍ଷାମୂଳକ ଭାବେ ଏହି କ୍ଷେପଣାସ୍ତ୍ରକୁ ଆଜି ସୁ-୩୦ଏମକେଆଇରୁ ପରୀକ୍ଷଣ କରାଯାଇଥିଲା

Read more

Advertisement

ଏବେ ଏବେ