ସୂଚନା, ଶିକ୍ଷା ଓ ଯୋଗାଯୋଗ ଉପକ୍ରମରେ ଲୋକକଳାର ପ୍ରୟୋଗ ସମ୍ବନ୍ଧେ ବ୍ଳକସ୍ତରୀୟ ଦୁଇ ଦିବସୀୟ କର୍ମଶାଳା
ନାଉଗାଁ, (ଯୁଗାବ୍ଦ ନ୍ୟୁଜ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ସୂଚନା, ଶିକ୍ଷା ଓ ଯୋଗାଯୋଗ ସମ୍ପର୍କରେ ବ୍ଳକସ୍ତରୀୟ ଦୁଇ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।
Read more