ସୋମବାର ଠାରୁ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ସୋମବାର ଠାରୁ ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ କରାଯିବ । ସୋମବାର କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରାଯିବ ।

Read more

Advertisement

ଏବେ ଏବେ