ସୋରଡ଼ା ବିଧାୟକଙ୍କୁ ବଡ଼ ବୋର୍ସିଂ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନରେ ସମ୍ବର୍ଦ୍ଧନା ପ୍ରଦାନ
ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ନବ ନିର୍ବାଚିତ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀଙ୍କୁ ଆଜି ବେଲଗୁଣ୍ଠା ବ୍ଳକ୍ ବଡ଼ବୋର୍ସିଂ ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନ ତରଫରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି
Read more