ସୋସୋ ନୋଡାଲ ସ୍କୁଲର ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା

ହାଟଡ଼ିହି, (ବିକାଶ ବିଶ୍ୱାଳ):ହାଟଡିହି ବ୍ଲକ ସୋସୋ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରମୋହନ ପଣ୍ଡାଙ୍କୁ ଅବସରକାଳୀନ ଭବ୍ୟ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି

Read more

Advertisement

ଏବେ ଏବେ