ସ୍ନାତକ ପରୀକ୍ଷାରେ କ୍ଷତ୍ରିୟବରପୁର ଆଞ୍ଚଳିକ ମହାବିଦ୍ୟାଳୟ ଛାତ୍ରୀଙ୍କ ସଫଳତା

ବେଲଗୁଣ୍ଠା, (ସନ୍ତୋଷ ବିଶୋଇ):ସଦ୍ୟ ପ୍ରକାଶିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳରେ ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ମହାବିଦ୍ୟାଳୟ ଛାତ୍ରୀ ଅଭୂତପୂର୍ବ ସଫଳତା ହାସଲ କରିଛନ୍ତି I

Read more

Advertisement

ଏବେ ଏବେ