ସ୍ବେଚ୍ଛାସେବୀ ସଙ୍ଗଠନ ସ୍ଵାତୀ ତରଫରୁ ରକ୍ତଦାନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ସଙ୍ଗଠନ ସ୍ଵାତୀ ତରଫରୁ ଟିକାବାଲି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ