ସ୍ୱାଧିନତା ସଂଗ୍ରାମୀଙ୍କ ପରଲୋକ

ଭଣ୍ଡାରିପୋଖରୀ, (ଦୁର୍ଯ୍ୟୋଧନ ଲେଙ୍କା) ; ଭଣ୍ଡାରିପୋଖରୀ ବ୍ଲକ ନଗୁଁଆ ପଞ୍ଚାୟତ ବାହାଦଲପୁର ଗ୍ରାମର ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ବନ ବିହାରୀ ଧଳଙ୍କ ପରଲୋକ ହୋଇଥିବା ଜଣାପଡିଛି ।

Read more

Advertisement

ଏବେ ଏବେ