ସ୍ୱାଧୀନତା ସଂଗ୍ରାମକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଭାବେ ଗ୍ରହଣ କରିବା ପାଇଁ ଉପଯୁକ୍ତ ପଦକ୍ଷେପ ନିଆଯିବ – ଉପାନ୍ତପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ ସିଦ୍ଧାନ୍ତ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଆହ୍ୱାନ କରାଯାଇଥିଲା । ଏଥିରେ ଅନୁଷ୍ଠାନର ସମ୍ପାଦକ
Read more


