ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଓ ବଳଦେବ ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କୁ ବାଞ୍ଛାନିଧି ଦାସ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଧାବୃତ୍ତି ପ୍ରଦାନ କରାଯାଇଛି ।

Read more

Advertisement

ଏବେ ଏବେ