ହାକାଥନର ଗ୍ରାଣ୍ଡ ଫିନାଲେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେବ ଉଦ୍‌ଘାଟିତ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଅଗଷ୍ଟ ୧ସନ୍ଧ୍ୟା ୭ଟାରେ ଭାରତରେ ଆୟୋଜିତ ବିଶ୍ୱର ସର୍ବବୃହତ୍‌ ଅନ୍‌ଲାଇନ ହାକାଥନର ଗ୍ରାଣ୍ଡ ଫିନାଲେକୁ ଉଦ୍‌ଘାଟନ କରିବେ ।

Read more

Advertisement

ଏବେ ଏବେ