ହାସ୍ୟ ବ୍ୟଙ୍ଗ ସାହିତ୍ୟ ସମାରୋହ

ଭୁବନେଶ୍ୱର,(ଯୁଗାବ୍ଦ ନ୍ୟୁଜ୍) : ଅଧିକାର ଫାଉଣ୍ଡେସନ, ଭୁବନେଶ୍ୱର ତରଫରୁ କଳିଙ୍ଗ ପୁସ୍ତକ ମେଳାର ନବମ ସନ୍ଧ୍ୟାରେ ଏକ ରାଜ୍ୟସ୍ତରୀୟ ହାସ୍ୟବଙ୍ଗ ସାହିତ୍ୟ ସମାରୋହ ଅନୁଷ୍ଠିତ ହୋଇଯାଇଛି ।

Read more

Advertisement

ଏବେ ଏବେ