ହିଞ୍ଜିଳିକାଟୁ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ରେଗିଡି ଦଳ ୧୯ ରନରେ ବିଜୟୀ
ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ହିଞ୍ଜିଳିକାଟୁ ମଣିଙ୍ଗ କ୍ରିକେଟ କ୍ଳବ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମ ପରିସରରେ ବୁଧବାର ଦିବାରାତ୍ର ହିଞ୍ଜିଳିକାଟୁ ପ୍ରିମିୟର ଲିଗ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି
Read more