ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ
(ଯୁଗାବ୍ଦ ନ୍ୟୁଜ୍)-ଚଳିତ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଅଗ୍ନି ସେବା, ହୋମ ଗାର୍ଡ ଓ ସାଧାରଣ ସୁରକ୍ଷା କ୍ଷେତ୍ରରେ ଓଡିଶାରୁ ୧୧ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ
Read more


