ୟଶ ଓଡିଶା ପାଇଁ ବୌଦ୍ଧିକ କ୍ଷେତ୍ରରେଗୌରବ ଆଣିଛନ୍ତି – ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ- ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଠାରୁ ଚଳିତବର୍ଷର ସମ୍ମାନଜନକ ‘ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର’ ଗ୍ରହଣ କରିଥିବା ଓଡିଶାର ଛାତ୍ର ୟଶ୍ ମିଶ୍ରଙ୍କୁ ଗୁରୁବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
Read more


