ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଦ୍ଵାରା ମହମବତୀ ତିଆରି ତାଲିମ କାର୍ଯ୍ୟକ୍ରମର ଉଦଘାଟନ
ପାରଳାଖେମୁଣ୍ଡି, (ତାରିଣୀ ପଣ୍ଡା) :-ଗଜପତି ଜିଲ୍ଲା ୟୁନିୟନ ଗ୍ରାମ୍ୟ ଆତ୍ମନିଯୁକ୍ତି ପ୍ରଶିକ୍ଷିଣ ଅନୁଷ୍ଠାନ ଦ୍ଵାରା ମହମବତୀ ତିଆରି ତାଲିମ କାର୍ଯ୍ୟକ୍ରମର ଉଦଘାଟନ ସଭା ଅନୁଷ୍ଠିତ ହୋଇଛି ।
Read more



