୧୨ରୁ ପ୍ରେମାଚାର୍ଯ୍ୟ ବାବା ମଧୁସୂଦନଙ୍କ ଜନ୍ମଶତବାର୍ଷିକ ଉତ୍ସବ

ନୟାହାଟ (ଜୁଗାବ୍ଦ ନ୍ୟୁଜ୍‍): ପ୍ରାଚୀ ଗୁରୁଧର୍ମ କ୍ଷେତ୍ର ପରିସରରେ ପ୍ରେମାଚାର୍ଯ୍ୟ ବାବା ମଧୁସୂଦନଙ୍କ ଜନ୍ମ ଶତବାର୍ଷିକ ଉତ୍ସବ ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।

Read more

Advertisement

ଏବେ ଏବେ