୧୨ହଜାରରୁ ଉର୍ଦ୍ଧ୍ୱ ପଞ୍ଜିକୃତ ନିର୍ମାଣ ଶ୍ରମିକ କରୋନା ସହାୟତା ପାଇନଥିବା ଅଭିଯୋଗ
କେନ୍ଦ୍ରାପଡା,(ଚିତ୍ତରଞ୍ଜନ ଦାସ): କେନ୍ଦ୍ରାପଡା ଜିଲ୍ଲାର ୧୨ହଜାରରୁ ଉର୍ଦ୍ଧ୍ୱ ପଞ୍ଜିକୃତ ନିର୍ମାଣ ଶ୍ରମିକଙ୍କୁ ଅଦ୍ୟାବଧି କରୋନା ସହାୟତା ପ୍ରଦାନ କରାଯାଇନଥିବା ଅଭିଯୋଗ ହୋଇଛି । ଜିଲ୍ଲାର ମୋଟ ୯୪ହଜାର
Read more


