୧୩ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ଅନ୍ତର୍ଗତ ୮୮ ଲୋକସଭା ଆସନର ୧.୬୭ ଲକ୍ଷ ମତଦାନ କେନ୍ଦ୍ରରେ ମତାଧିକାର ସାବ୍ୟସ୍ତ କରିବେ ପ୍ରାୟ ୧୬ କୋଟିରୁ ଅଧିକ ମତଦାତା
ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ପ୍ରସ୍ତୁତି ଚୂଡ଼ାନ୍ତ କରିଛନ୍ତି । ମତଦାନ ଦିନ ପାଣିପାଗ ସ୍ୱାଭାବିକ
Read more