୧୪ ଦିନରେ ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରା ବିରାଟ ପଟୁଆରରେ ଗୁଣ୍ଡିଚା ମାର୍ଗ ପରିଭ୍ରମଣ କଲେ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି
Read more


