୧୯୭୯ ବ୍ୟାଚର ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ

ନାଉଗାଁ, (ଓ୍ବାଇଏନ୍ଏସ୍):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅଲଣାହାଟ ଉଚ୍ଚ ବିଦ୍ୟାଳୟ ୧୯୭୯ ମସିହା ବ୍ୟାଚର ବନ୍ଧୁମିଳନ ପାଇଁ ଏକ ପ୍ରସ୍ତୁତି ବୈଠକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ