୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ଖର୍ଚ୍ଚ ହୋଇଛି୧ ହଜାର ୪୦ କୋଟି ଟଙ୍କା

ଭୁବନେଶ୍ୱର, (ୱାଇଏନ୍‌ଏସ୍‌): ୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ ପାଇଁ ୧ ହଜାର ୪୦ କୋଟି ୧୯ ଲକ୍ଷ ୨୭ ହଜାର ୬୦୫ ଟଙ୍କା ଖର୍ଚ୍ଚ ହୋଇଛି ।

Read more

Advertisement

ଏବେ ଏବେ