୨୦୩୦ ସୁଦ୍ଧା ଭାରତ ତାହାର ଜିଡିପିର ୪୫% ଅଙ୍ଗାରକାମ୍ଳ ନିର୍ଗମନ ମାତ୍ରା ହ୍ରାସ କରିବାକୁ ସଂକଳ୍ପ
ନୂଆଦିଲ୍ଲୀ, (ଓ୍ବାଇଏନ୍ଏସ୍) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏଠାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଜାତିସଂଘ ଜଳବାୟୁ ପରିବର୍ତ୍ତନ ସଂକ୍ରାନ୍ତ ସମ୍ମିଳନୀ(ୟୁଏନ୍ଏଫସିସିସି)କୁ ଅବଗତ କରାଇବା ପାଇଁ
Read more