୨୧ନମ୍ବର ୱାର୍ଡରେ ସ୍ୱାଧୀନତା ଦିବସ ପାଳିତ

କେନ୍ଦ୍ରାପଡ଼ା, (ଚିତ୍ତରଂଜନ ଦାସ):କେନ୍ଦ୍ରାପଡା ପୈାରାଞ୍ଚଳର ୨୧ନମ୍ବର ୱାର୍ଡ ଅନ୍ତର୍ଗତ କଜଳା ଠାରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ପକ୍ଷରୁ ୭୫ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି

Read more

Advertisement

ଏବେ ଏବେ