ଏସିଏଫ ସୌମ୍ୟରଞ୍ଜନଙ୍କ ମୃତ୍ୟୁମାମଲା କ୍ରାଇମବ୍ରାଞ୍ଚ ତଦନ୍ତ ୫ମ ଦିନରେ, ୨ ଡାକ୍ତର ଓ ତହସିଲଦାରଙ୍କୁ ପଚରାଉଚରା

ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା):ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁମାମଲାର ଗୁମର ଖୋଲିବା ପାଇଁ କ୍ରାଇମବ୍ରାଞ୍ଚର ୪ଜଣିଆ ଟିମ୍‌ର ତନାଘନା ଆଜି ୫ମ ଦିନରେ ପହଞ୍ôଚଛି ।

Read more

Advertisement

ଏବେ ଏବେ