ବକେୟା ଟଙ୍କାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଜଣେ ଗିରଫ, ୨ ଫେରାର

ହିଞ୍ଜିଳିକାଟୁ,(ଶେଷଦେବ ସାହୁ): ପରିବା ବାବଦକୁ ବକେୟା ଟଙ୍କାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ

Read more

Advertisement

ଏବେ ଏବେ