୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଟ୍ରେନ

ଭୁବନେଶ୍ବର : ଆଜି ରେଳବିଭାଗ ତରଫରୁ ଏକ ବଡ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁସାରେ ଆସନ୍ତା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ସମସ୍ତ ରେଳ ଚଳାଚଳ ବନ୍ଦ ରହିବ।

Read more

Advertisement

ଏବେ ଏବେ