୩ ଅଙ୍ଗନବାଡ଼ି କେନ୍ଦ୍ରର ନୂତନ ଗୃହ ଶିଳାନ୍ୟାସ

ବାଲେଶ୍ୱର, (ସରୋଜ ପଣ୍ଡା):ବାଲେଶ୍ୱର ପୌରପାଳିକା ଅନ୍ତର୍ଗତ ୯ ନଂ ୱାର୍ଡ଼ରେ ୩ ଗୋଟି ଅଙ୍ଗନବାଡ଼ି କେନ୍ଦ୍ରର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଶିଳାନ୍ୟାସ କରାଯାଇଛି ।

Read more

Advertisement

ଏବେ ଏବେ