୪ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆଇଏସଓ ପ୍ରମାଣପତ୍ର ମିଳିବା ବିଷୟ : ଜିଲା ପ୍ରଶାସନକୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଗୁଣାତ୍ମକ ପରିଚାଳନା ବ୍ୟବସ୍ଥା ପାଇଁ ୪ଟି ସ୍ୱାସ୍ଥ୍ୟ କେନ୍ଦ୍ର ଆଇଏସ୍ଓ ୯୦୦୧:୨୦୧୫ ପ୍ରମାଣପତ୍ର ପାଇଛି। ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନକୁ
Read more


