୫୦ ବର୍ଷର ପୁରାତନ ପ୍ରାଥମିକ ବିଦ୍ୟାଳୟ ପ୍ରତି ଶିକ୍ଷା ବିଭାଗର ବୈମାତୃକ ମନୋଭାବ କାହିଁକି ?
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଚକାପାଦ ବ୍ଲକ ବପଲମେଣ୍ଡି (ଲା) ଗ୍ରାମପଞ୍ଚାୟତର ସଲାଗୁଡ଼ା ଗ୍ରାମରେ ୧୯୭୫ ମସିହା ରେ ନିର୍ମାଣ ହୋଇଥିବା
Read more


