ଚିକିତ୍ସାରେ ଅବହେଳା ଯୋଗୁଁ ରୋଗୀଙ୍କ ମୃତ୍ୟୁ: ପାରଳା ଜିଲ୍ଲା ସରକାରୀ ମୁଖ୍ୟ ଡାକ୍ତରଖାନାରେ ଚାପା ଉତ୍ତେଜନା, ୬ଘଣ୍ଟା ଘେରାଉ, ଥାନାରେ ମାମଲା ରୁଜୁ
ପାରଳାଖେମୁଣ୍ଡି, (ତାରିଣୀ ପ୍ରସାଦ ପଣ୍ଡା) : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାରେ ଅବହେଳାକୁ ନେଇ ଡାକ୍ତରଖାନାକୁ ୬ଘଣ୍ଟା ଘେରାଉ କରାଯାଇଥିଲା
Read more