୨୪ ଘଣ୍ଟାରେ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ୬୩୮ ଜଣ ପଜିଟିଭ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୬୩୮ ଜଣଙ୍କ ମଧ୍ୟରୁ ୩୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।

Read more

Advertisement

ଏବେ ଏବେ