୮୩ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣାଗ୍ରସ୍ତ

କାନ୍ଦାହାର : ୮୩ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଆଫଗାନିସ୍ତାନର ଘଜନୀରେ ଏହି ବିମାନଟି ଦୁର୍ଘଟଣା ଗ୍ରସ୍ତ ହୋଇଛି ।

Read more

Advertisement

ଏବେ ଏବେ