୮ ଲେନ ବିଶିଷ୍ଟ ଜାତୀୟ ରାଜପଥ ନିର୍ମାଣ ସମୟରେ ଜିଲ୍ଲାର ଜଳସେଚନ ଓ ଜଳ ନିଷ୍କାସନ ଉପରେ ଗୁରୁତ୍ୱ ଦେବାକୁ କୃଷକ ବିକାଶ ପରିଷଦର ଦାବି

କେନ୍ଦ୍ରାପଡ଼ା, (ଚିତ୍ତରଞ୍ଜନ ଦାସ):ଦୈତାରୀ ପାରାଦୀପ ଜାତୀୟ ରାଜପଥ ଯାଜପୁର ଜିଲ୍ଲାରୁ ଜଗତସିଂହପୁର ଜିଲ୍ଲାକୁ କେନ୍ଦ୍ରାପଡ଼ା ଜିଲ୍ଲା ମଧ୍ୟ ଦେଇ ପାରାଦୀପ ପର୍ଯ୍ୟନ୍ତ ଯାଇଅଛି । ହରିଦାସପୁର–ପାରାଦୀପ ରେଳପଥ

Read more

Advertisement

ଏବେ ଏବେ