ମାର୍ଚ୍ଚ ୮, ୯ରେ ପୋଲିସ SI ପରୀକ୍ଷା, ୯୩୩ ପଦବୀ ପାଇଁ ହେବ ପରୀକ୍ଷା

ଭୁବନେଶ୍ୱର, (ସମୀର ରଞ୍ଜନ ନାୟକ):ଓଡ଼ିଶା ପୋଲିସ ନିଯୁକ୍ତି ବୋର୍ଡ ରାଜ୍ୟର ବିଭିନ୍ନ ଜିଲାରେ SI ଏବଂ ଅନ୍ୟାନ୍ୟ ସମକକ୍ଷ ପଦବୀ ପାଇଁ ପରୀକ୍ଷା ତାରିଖ ପ୍ରକାଶ କରିଛି।

Read more

Advertisement

ଏବେ ଏବେ