ହନୁମାନ ମନ୍ଦିର ପ୍ରତିଷ୍ଠା ପାଇଁ ୧୦୮କଳସ ଯାତ୍ରା

କଲ୍ୟାଣସିଂହପୁର(ଏଙ୍କେଟେଶ୍ୱର ପାଢ଼ୀ) : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାଠାରେ ନବନିର୍ମିତ  ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ ରେ ଆଜି ୧୦୮କଳସ ଯାତ୍ରା କରାଯାଇଛି ।

Read more

Advertisement

ଏବେ ଏବେ