୧୯୯୧ ମସିହା ବ୍ୟାଚର ବନ୍ଧୁମିଳନ

ନାଉଗାଁ,(ଓ୍ବାଇଏନଏସ): ନାଉଗାଁ ବ୍ଳକ ଅନ୍ତର୍ଗତ ବାଲିସାହିସ୍ଥିତ ବିପିନି ବିହାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୯୯୧ ମସିହା ବ୍ୟାଚର ବନ୍ଧୁମିଳନ ଉତ୍ସବ ବିଦ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ