କେନ୍ଦ୍ରାପଡାରେ ମାଟ୍ରିକ ପରୀକ୍ଷା: ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଲେ୧୯ହଜାର ୪୮୯ ଛାତ୍ରଛାତ୍ରୀ
କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲାର ୧୦୭ଟି ପରୀକ୍ଷା କେନ୍ଦ୍ରରେ ଆଜି ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଛନ୍ତି ୧୯ହଜାର ୪୮୯ଜଣ ଛାତ୍ରଛାତ୍ରୀ। ୧୯ହଜାର
Read more


