କେନ୍ଦୁଝର ଜିଲ୍ଲାରେ ସ୍ବାସ୍ଥ୍ୟସେବାର ବିକଳ ଚିତ୍ର: ନାହିଁ ନାହିଁରେ ଚାଲିଛି ଶାଳନିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର
ହାଟଡିହି, (ଓ୍ବାଇଏନଏସ) : କେନ୍ଦୁଝର ଜିଲ୍ଲାର ଶାଳନିଆଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରଟି ନାନା ସମସ୍ୟା ଦେଇ ଗତି କରୁଥିବା ବେଳେ ଡାକ୍ତର, ଫାର୍ମାସିଷ୍ଟ ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡିଛି।
Read more


