ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ

ବନ୍ତ,(ଚାନ୍ଦିନୀ ମହାନ୍ତି):ଭଦ୍ରକ ଜିଲ୍ଲା୍ ବିଜେପି ମହତାବ ମଣ୍ଡଳ ଆଗରପଡା ପକ୍ଷରୁ ସ୍ଥାନୀୟ ଶୋଭନୀୟ ଶିକ୍ଷାଶ୍ରମ ପରିସରରେ ଆଜି ବିଜେପିର ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

Read more

Advertisement

ଏବେ ଏବେ