ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ପ୍ରଥମ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ
କେନ୍ଦ୍ରାପଡା,(ଚିତ୍ତ ରଞ୍ଜନ ଦାଶ): ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମିଫାଇନାଲ ମ୍ୟାଚ ରବିବାର ଅପରାହ୍ନରେ ଅନୁଷ୍ଠିିତ ହୋଇଯାଇଛି।
Read more


