ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ଭାଷାରେ ଆଲୋଚ଼ନା ଚ଼କ୍ର

ଗାଙ୍ଗପୁର,(ସନ୍ତୋଷ କୁମାର ବିଷୋଇ):ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ର “ବିଚିତ୍ର କାବ୍ୟ ବୈଦେହୀଶ ବିଳାଶ” ବିଷୟରେ ଆଲୋଚ଼ନାଚ଼କ୍ର ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ