କୈବର୍ତ୍ତ ସମାଜର ବାର୍ଷିକ ଶୂନସଭା

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):କେନ୍ଦ୍ରାପଡା ଜିଲ୍ଲା କୈବର୍ତ୍ତ ସମାଜ ଆନୁସଙ୍ଗିକ ପରମ୍ପାରିକ ଭାବେ ବାର୍ଷିକ ଶୂନସଭା ତୁଳସୀକ୍ଷେତ୍ରର ଆରାଧ୍ୟ ପ୍ରଭୁ ସିଦ୍ଧ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ