ନିଶା ସେବନ ଉପରେ ସଚେତନତା କାର୍ଯ୍ୟକ୍ରମ

ନାଉଗାଁ,(ଓ୍ବାଇଏନଏସ):ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକର ଆଇ.ଆର.ସି.ଏ କକ୍ଷରେ ନିଶା ସେବନ ଓ ଯୁବ ପିଢିଙ୍କ ଉପରେ ପଡୁଥିବା ପ୍ରଭାବ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ