ବାଲେଶ୍ୱର ବରିଷ୍ଠ ନାଗରିକ ମଞ୍ଚର ବନ୍ଧୁମିଳନ

ବାଲେଶ୍ୱର, (ସରୋଜ ପଣ୍ଡା): ବରିଷ୍ଠ ନାଗରିକ ମଞ୍ଚର ନୂଆବର୍ଷର ବନ୍ଧୁମିଳନ ଓ ପ୍ରଥମ ପରିବର୍ଦ୍ଧିତ କାର୍ଯ୍ୟକାରୀ କମିଟି ବୈଠକ ଉପସଭାପତି ଅନ୍ତର୍ଯ୍ୟାମୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

Read more

Advertisement

ଏବେ ଏବେ