ବାଟାଲିଅନ୍ ହାବିଲଦାରଙ୍କ ଆତ୍ମହତ୍ୟା

ଗାଙ୍ଗପୁର,(ସନ୍ତୋଷ): ବେଲଗୁଣ୍ଠା ବ୍ଳକ୍ ତନରଡା ସ୍ଥିତ ଅଷ୍ଟମ ସ୍ୱତନ୍ତ୍ର ବାଟାଲିଅନର ହାବିଲଦାର ଦେବାଶିଷ ବେହେରା ମଙ୍ଗଳବାର ରାତିରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି।

Read more

Advertisement

ଏବେ ଏବେ