ଭାଗବତ ପ୍ରସାଦ ମହାନ୍ତି ଟ୍ରଷ୍ଟ ପକ୍ଷରୁ ରେସୱା ଶକ୍ତିସଦନ ଅନ୍ତେବାସୀଙ୍କୁ କମ୍ବଳ ବଣ୍ଟନ

କେନ୍ଦ୍ରାପଡ଼ା,(ଚିତ୍ତ ରଞ୍ଜନ ଦାଶ):ସର୍ବ ଜନପ୍ରିୟ ଜନନେତା ସ୍ୱର୍ଗତ ଭାଗବତ ପ୍ରସାଦ ମହାନ୍ତିଙ୍କ ସ୍ମୃତିରେ ତାଙ୍କ ନାମରେ ନାମିତ ଟ୍ରଷ୍ଟ ପକ୍ଷରୁ ଅସହାୟମାନଙ୍କୁ ଶୀତବସ୍ତ୍ର କମ୍ବଳ ପ୍ରଦାନ କରାଯାଇଛି।

Read more

Advertisement

ଏବେ ଏବେ