ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର

କୋଣାର୍କ,(ଗଣେଶ ଚନ୍ଦ୍ର ବେହେରା):ଗୋପ ନିଗମାନନ୍ଦ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋପ ବ୍ଲକ ପକ୍ଷରୁ ଆଜି ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଟିତ ହୋଇଯାଇଛି

Read more

Advertisement

ଏବେ ଏବେ